AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ, ଭର୍ଚୁଆଲ୍‌ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

18/01/2023 at 1:58 PM

ସମ୍ବଲପୁର ୧୮।୦୧ : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ । ସମ୍ବଲପୁର ରେଲୱେ ଷ୍ଟେସନରେ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ତେବେ ଆଜି କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି। ପରେ ମନ୍ତ୍ରୀ ଟୁକୁନି ସାହୁ ପତାକା ଦେଖାଇବା ପରେ “ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା “ ଟ୍ରେନ ଯାତ୍ରା ଆରମ୍ଭ କରିଛି । ଟ୍ରେନଟି ସମ୍ବଲପୁର ରେଲୱେ ଷ୍ଟେସନରୁ ଆଗ୍ରା-ମଝୁରା-ବୃନ୍ଦାବନ ଅଭିମୁଖେ ଯିବ । ବରିଷ୍ଠ ନାଗରିକଙ୍କୁ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଓଡ଼ିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ଏଭଳି ଯୋଜନା କରାଯାଇଛି ।

   Related Posts