ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ, ଭର୍ଚୁଆଲ୍ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
18/01/2023 at 1:58 PM

ସମ୍ବଲପୁର ୧୮।୦୧ : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ । ସମ୍ବଲପୁର ରେଲୱେ ଷ୍ଟେସନରେ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ତେବେ ଆଜି କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି। ପରେ ମନ୍ତ୍ରୀ ଟୁକୁନି ସାହୁ ପତାକା ଦେଖାଇବା ପରେ “ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା “ ଟ୍ରେନ ଯାତ୍ରା ଆରମ୍ଭ କରିଛି । ଟ୍ରେନଟି ସମ୍ବଲପୁର ରେଲୱେ ଷ୍ଟେସନରୁ ଆଗ୍ରା-ମଝୁରା-ବୃନ୍ଦାବନ ଅଭିମୁଖେ ଯିବ । ବରିଷ୍ଠ ନାଗରିକଙ୍କୁ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଓଡ଼ିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ଏଭଳି ଯୋଜନା କରାଯାଇଛି ।
Related Posts
ହେପାଜତରେ ଅଭିଯୁକ୍ତ ମୃତ ! ରେଞ୍ଜରଙ୍କ ସମେତ ୭ ଥାନାରେ ଅଟକ
6 February 2023
ରାତି ୧୨ପରେ ବୁଲୁଛି ମୋଟର ସାଇକେଲ, ସିସିଟିଭିରେ ଭିଜୁଆଲ କଏଦ
6 February 2023