Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଛାତ୍ର ଅଶାନ୍ତି ଯୋଗୁଁ ସମ୍ୱଲପୁର ବିଶ୍ୱବିଦ୍ୟାଳୟରେ ସାଇନ୍-ଏ-ଡାଏ

3/10/2018 at 7:38 PM

ସମ୍ୱଲପୁର ୩/୧୦: ସମ୍ୱଲପୁର ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି ପାଇଁ କଲେଜ କର୍ତ୍ତୃପକ୍ଷ ସାଇନ୍-ଏ-ଡାଏ ଘୋଷଣା କରିଛନ୍ତି । କୌଣସି ଅପ୍ରୀତିକର ପରିସ୍ଥିତିକୁ ଆଖି ଆଗରେ ରଖି ଏହି ନିଷ୍ପତ୍ତି ନେଇଥିବାର ଜଣାଯାଇଛି । ଆସନ୍ତା କାଲି ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

   Related Posts