ଛାତ୍ର ଅଶାନ୍ତି ଯୋଗୁଁ ସମ୍ୱଲପୁର ବିଶ୍ୱବିଦ୍ୟାଳୟରେ ସାଇନ୍-ଏ-ଡାଏ
3/10/2018 at 7:38 PM

ସମ୍ୱଲପୁର ୩/୧୦: ସମ୍ୱଲପୁର ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି ପାଇଁ କଲେଜ କର୍ତ୍ତୃପକ୍ଷ ସାଇନ୍-ଏ-ଡାଏ ଘୋଷଣା କରିଛନ୍ତି । କୌଣସି ଅପ୍ରୀତିକର ପରିସ୍ଥିତିକୁ ଆଖି ଆଗରେ ରଖି ଏହି ନିଷ୍ପତ୍ତି ନେଇଥିବାର ଜଣାଯାଇଛି । ଆସନ୍ତା କାଲି ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
Related Posts
ବୁଦ୍ଧଖୋଲ ମହୋତ୍ସବ ଉଦଯାପିତ; ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ
30 January 2023
ବିଦ୍ୟୁତ୍ ଆଘାତରେ ରାଜମିସ୍ତ୍ରୀଙ୍କ ମୃତ୍ୟୁ
30 January 2023
ନୀଳଗିରି ରାସ୍ତାରେ ବୁଲୁଛି ଭାଲୁ; ଭୟଭୀତ ସ୍ଥାନୀୟ ଲୋକେ
30 January 2023