Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ସମ୍ୱଲପୁର: କେନାଲକୁ ଖସିଲା ବରଯାତ୍ରୀ ଗାଡ଼ି, ଚାଲିଗଲା ୬ ଜଣକ ଜୀବନ
  • ||

ରଙ୍ଗବତୀ ସଂଗୀତ ନିର୍ଦେଶକ ପ୍ରଭୁଦତ୍ତ ପ୍ରଧାନଙ୍କ ପରଲୋକ

28/05/2018 at 7:47 AM

ରଙ୍ଗବତୀ ସଂଗୀତ ନିର୍ଦେଶକ ପ୍ରଭୁଦତ୍ତ ପ୍ରଧାନଙ୍କ ପରଲୋକ
ପ୍ରସିଦ୍ଧ ସମ୍ବଲପୁରୀ ଗୀତ ରଙ୍ଗବତୀର ସଂଗୀତ ନିର୍ଦେଶକ ପ୍ରଭୁଦତ୍ତ ପ୍ରଧାନଙ୍କ ପରଲୋକ
ତାଙ୍କ ସମ୍ବଲପୁର ସ୍ଥିତ ବାସଭବନରେ ଟଙ୍କାଟା ଦେହାନ୍ତ ହୋଇଛି
ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା
ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ

Leave a Reply

   Related Posts