ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କୁ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଦାୟିତ୍ବ

4/01/2020 at 8:50 PM

କଟକ ୦୪।୦୧: ଓଡିଶା ହାଇକୋର୍ଟର ନୂତନ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ନିଯୁକ୍ତ । ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ହେଲେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି । ଆଜି ମୁଖ୍ୟ ବିଚାରପତି ପଦରୁ ଅବସର ନେଇଥିଲେ ଜଷ୍ଟିସ ଜାଭେରୀ । ନୂତନ କାର୍ଯ୍ୟକାରୀ ଜଷ୍ଟିସ୍ ସଞ୍ଜୁ ପଣ୍ଡାଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତାକାଲି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନେବେ ସଞ୍ଜୁ ପଣ୍ଡା ।

   Related Posts