ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ମୁର୍ତ୍ତି ବିସର୍ଜନ ବେଳେ ଅଘଟଣ; ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବକ ମୃତ

27/01/2023 at 6:37 PM

ଯାଜପୁର ୨୭/୦୧: ମୂର୍ତ୍ତି ବିସର୍ଜନ ବେଳେ ବରୀ ବ୍ଲକ ତିନିମୁହାଣୀ ବ୍ରାହ୍ମଣୀ ନଦୀରେ ଅଭାବନୀୟ ଘଟଣା। ସରସ୍ୱତୀ ମୂର୍ତ୍ତୀ ଭସାଣି ବେଳେ ବ୍ରହ୍ମଣୀ ନଦୀରେ ଦୁଇ ଯୁବକ ବୁଡ଼ିଯାଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ମୃତକ ଯୁବକଙ୍କ ପରିଚୟ ରଜତ କୁମାର ସାହୁ। ସେ ବରୀ ଦରଘା ଅଞ୍ଚଳର ବାସିନ୍ଦା। ଅନ୍ୟ ଜଣେ ଜଣଙ୍କ ପରିଚୟ ମିଳିପାରିନାହିଁ। ୨ ଜଣଙ୍କୁ ଉଦ୍ଧାର କରି ପ୍ରଥମେ ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ପରେ ଅଧିକ ଚିକିତ୍ସା ପାଇଁ ଗୁରୁତର ଯୁବକଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତରିତ କରାଯାଇଛି।

   Related Posts