ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ସର୍ବେଶ୍ୱର ରାଓ ଗିରଫ: ସେ ଥିଲେ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ

17/12/2020 at 4:33 PM

ଭୁବନେଶ୍ବର୧୭/୧୨: ପ୍ରଦୀପ ପାଣିଗ୍ରାହୀଙ୍କ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ ଗିରଫ। ଠକେଇ ଅଭିଯୋଗରେ କ୍ରାଇମ୍‌ବ୍ରାଞ୍ଚ ତାଙ୍କୁ ଗିରଫ କରିଛି। ସର୍ବେଶ୍ୱର ରାଓ ଚାକିରୀ ଦେବା ନାଁରେ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଥିଲା ଏ ନେଇ ଗତକାଲି ସର୍ବେଶ୍ୱର ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ମୁହାଁ ମୁହିଁ ଜେରା କରିଥିଲା କ୍ରାଇମବ୍ରାଞ୍ଚ ।

ସୂଚନାଥାଉକି ଟାଟା କମ୍ପାନୀରେ ଚାକିରି  କରାଇ ଦେବା ନେଇ କୋଟି କୋଟି ଟଙ୍କା ଠକିଥିବାର ପ୍ରମାଣ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି। ସର୍ବେଶ୍ୱରଙ୍କ ଜରିଆରେ ଲକ୍ଷାଧିକ ଟଙ୍କା ସଂଗ୍ରହ କରୁଥିଲେ ଆକାଶ ପାଠକ। ଜାଲିଆତି କାରବାରରେ ସଂପୃକ୍ତ ବ୍ୟକ୍ତିଙ୍କ ସହ ସର୍ବେଶ୍ବର ରାଓ ମଧ୍ୟ ସାମିଲ ଥିବା ଜଣାପଡିଛି। ଆଜି କ୍ରାଇମ୍‌ବ୍ରାଞ୍ଚ ତାଙ୍କୁ ଗିରଫ କରିଛି।

   Related Posts