ସତୀଶ ଚନ୍ଦ୍ର ସାମଲ ହେଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ, ବିନୋଦ ବିହାରୀ ସିଂହଙ୍କୁ ସିଏମ୍‌ଓରେ ନିଯୁକ୍ତି

Published By : Prameya-News7 Bureau | June 19, 2024 IST

ଭୁବନେଶ୍ବର ୧୯।୬: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଦୁଇ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି । ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ।

ସେହିଭଳି ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି । ପୂର୍ବରୁ ଯୋଜନା ଓ ସଂଯୋଜନା ବିଭଗରେ କାର୍ଯ୍ୟରତ ଥିଲେ ବିନୋଦ ବିହାରୀ ସିଂହ । ଏବେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି ।

You Can Read :

ବଡ଼ଚଣା ପିଏମ କିଶାନ କାର୍ଯ୍ୟକ୍ରମ : ପ୍ରଧାନମନ୍ତ୍ରୀ କିଶାନ ବୀମା ଯୋଜନାରେ ହିତାଧିକାରୀଙ୍କୁ ବୀମା ରାଶି ପ୍ରଦାନ


 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.