ଶନିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 24, 2020 IST

ମେଷ – ଚନ୍ଦ୍ର କେନ୍ଦ୍ରରେ ଶୁକ୍ର ଥିବାରୁ ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ବନ୍ଧୁମିଳନ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ । ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଦର ମିଳିବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ରାହୁ ଓ ବୁଧ ଧନସ୍ଥ ଯୋଗୁ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କିତ ବିବାଦ ଦେଖା ଦେଇପାରେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଅଶ୍ୱସ୍ତି ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ - ନିଜ କାମ ପଛକୁ ପକାଇ ଅସୁବିଧାରେ ଥିବା ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । ସାଧାରଣ ଘଟଣାକୁ ଅତିରଞ୍ଜିତ କରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚା ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ଚା ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚା ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ଚା କର୍ମଜୀବି- ଅର୍ଥ ହାନୀ ହେବ ।
ଚା ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଚା ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ର୍କକଟ – ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ । ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – ବ୍ୟୟାଧିପ ରାଶିରେ ବ୍ୟୟବହୁଳତା ସାଙ୍ଗକୁ ଦୂରଯାତ୍ରା ପାଇଁ ରାସ୍ତା ଉନ୍ମୁକ୍ତ କରିପାରନ୍ତି । ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ବୁଧ ପାପଗ୍ରହଯୁକ୍ତ ହେତୁ ବାରମ୍ବାର ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିବ । କର୍ମକ୍ଷେତ୍ରରେ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟି କରି ବିରକ୍ତିି ପ୍ରକାଶ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚା ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ଚା ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚା ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
ଚା କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ଚା ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଚା ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ସ୍ଥଗିତ କାମ ସକାଶେ ଅନ୍ୟର ସାହାର୍ଯ୍ୟ ଲୋଡିବାକୁ ବାଧ୍ୟ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖୀ ହେବେ ।

ବିଛା – ଅନ୍ୟମନସ୍କତାଜନିତ କେତେକ ସାମାନ୍ୟ ଭୁଲ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ବନ୍ଧୁମାନଙ୍କ ଗହଣରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦହଲାଇ ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ଧନୁ – ମୂଳା ନକ୍ଷତ୍ରର ବିଭିନ୍ନ ବିଷୟରେ ଚିନ୍ତାକରି ମନଟା ଭଲ ଲାଗିବ ନାହିଁ । ପାରିବାରିକ କଞ୍ଜାଳ ବୃଦ୍ଧି ପାଇପାରେ, ଯାହା କି ଅଶାନ୍ତିକୁ ନିମନ୍ତ୍ରଣ କରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚା ଚାଷୀ- କୃଷି କର୍ମକାରୀ ହେବେ ।
ଚା ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ଚା ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
ଚା କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଚା ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଚା ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଶ୍ରବଣା ନକ୍ଷତ୍ରରେ ଚେଷ୍ଟା କରୁଥିବା କାମରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ । ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

କୁମ୍ଭ - ଶତଭିକ୍ଷା ନକ୍ଷତ୍ର ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଆକସ୍ମିକ ଯାତ୍ରା କରିବାକୁ ପଡିପାରେ । ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗହିଣୀ- ସଦିଚ୍ଛା ଭାବ ରହିବ ।

ମୀନ - ଉପରିସ୍ଥଙ୍କ ସାହାର୍ଯ୍ୟରୁ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନ୍‌ସନ କମିଯିବ । ପରୋକ୍ଷ ଶତ୍ରୁତା କାରଣରୁ ସମସ୍ୟା ଆସିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.