oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

‘ମୋ ସରକାର’ରେ ସାମିଲ ହେଲା ଅନୁସୂଚିତ ଜାତି ଓ ଜନଜାତି ବିକାଶ ବିଭାଗ

15/01/2020 at 9:47 PM

ଭୁବନେଶ୍ବର୧୫/୧: ‘ମୋ ସରକାର’ରେ ସାମିଲ ହେଲା ଅନୁସୂଚିତ ଜାତି ଓ ଜନଜାତି ବିକାଶ ବିଭାଗ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି। ଏଣିକି ଲୋକଙ୍କ ସହ ସିଧାସଳଖ କଥା ହୋଇ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସଚିବ ଏହି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିବେ। ଏହାଦ୍ବାରା ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ବିକାଶ ତ୍ବରାନ୍ବୀତ ହେବାର ଲକ୍ଷ୍ୟ ରଖା ଯାଇଛି। କିଛିଦିନ ପୂର୍ବରୁ ରାଜ୍ୟ ସରକାର ଗୃହ ଓ ନଗର ଉନ୍ନୟନ,  କୃଷି ବିଭାଗ ସମେତ ମହିଳା ଓ ଶିଶୁ ବିକାଶ ବିଭାଗ ତଥା ମିଶନ ଶକ୍ତି କାର୍ଯ୍ୟକ୍ରମକୁ ‘ମୋ ସରକାର’ରେ ସାମିଲ କରିଥିଲେ।

   Related Posts