AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଗୁଲମର୍ଗ ସ୍କିଂ ରିସର୍ଟରେ ହିମସ୍ଖଳନ, ଫସିଲେ ଅନେକ ବିଦେଶୀ ଟୁରିଷ୍ଟ
  • ||
  • ନବ ଦାସ ହତ୍ୟା ମାମଲା, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଜେ.ପି ଦାସ କରିବେ ତଦନ୍ତର ତଦାରଖ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଟ୍ୱିନସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ବଜେଟ୍: ସୁନା-ରୁପା, ସିଗାରେଟ୍ ମହଙ୍ଗା, ଶସ୍ତା ହେଲା ଟିଭି ଉପକରଣ ଓ ସାଇକେଲ୍, ଖେଳନା
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ଢେଙ୍କାନାଳ: ରାସ୍ତାରେ ଓଲଟିପଡ଼ିଲା ଯାତ୍ରୀବାହୀ ଅଟୋ, ୯ ଆହତ
  • ||

ବନ୍ୟା ଲାଗି ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି, ଆସିବେ ଶିକ୍ଷକ ଓ କର୍ମଚାରୀ

22/08/2022 at 8:21 AM

ବାଲେଶ୍ୱର ୨୨/୦୮: ବାଲେଶ୍ବର ଜିଲ୍ଲାରେ ବନ୍ୟା ପରିସ୍ଥିତି ଦେଖି ସ୍କୁଲ ଛୁଟି ନିଷ୍ପତ୍ତି । ଆଜିଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ସ୍କୁଲ ଛୁଟି ରଖିବାକୁ ନିର୍ଦ୍ଦେଶ । ବସ୍ତା, ବାଲିଆପାଳ, ଜଳେଶ୍ବର, ଭୋଗରାଇ ବ୍ଲକରେ ସ୍କୁଲ ଛୁଟି କରିବାକୁ ସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ ।

ବନ୍ୟା ପ୍ରଭାବିତ ଅଞ୍ଚଳରେ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ କୁହାଯାଇଛି । ସ୍କୁଲ ଛୁଟି ରହିଲେ ବି ଶିକ୍ଷକ ଏବଂ ଅନ୍ୟ କର୍ମଚାରୀ ସ୍କୁଲ ଆସିବେ । ସ୍କୁଲକୁ ସଫାସୁତୁରା ରଖିବା ସହ ଆବଶ୍ୟକସ୍ଥଳରେ ବନ୍ୟା ବିପନ୍ନଙ୍କ ଆଶ୍ରୟ ପାଇଁ ପ୍ରସ୍ତୁତ ରଖିବାକୁ କୁହାଯାଇଛି ।

ନୂଆକରି ଯୋଗ ଦେଇଥିବା ଶିକ୍ଷକମାନେ ବନ୍ୟା ମୁକାବିଲାରେ ବ୍ଲକସ୍ତରୀୟ ଅଧିକାରୀଙ୍କୁ ସହଯୋଗ କରିବେ । ବିନା ଅନୁମତିରେ କେହିବି ଅନୁପସ୍ଥିତ ରହିପାରିବେ ନାହିଁ । ସ୍କୁଲର ଗୁରୁତ୍ବପୂର୍ଣ୍ଣ କାଗଜପତ୍ର, କମ୍ପ୍ୟୁଟର, ମଧ୍ୟାହ୍ନ ଭୋଜନ ଚାଉଳ ସୁରକ୍ଷିତ ସ୍ଥାନରେ ରଖିବାକୁ ନିର୍ଦ୍ଦେଶ ।

   Related Posts