oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଆଜିଠୁ ସକାଳ ୬ରୁ ୯ ଯାଏ ପାଠପଢା, ଖରା ଯୋଗୁଁ ୫ଦିନ ବନ୍ଦ ଥିଲା ସ୍କୁଲ

2/05/2022 at 7:25 AM

ଭୁବନେଶ୍ୱର ୦୨।୦୫ : ଝାଞ୍ଜି ଖରା, ସାଙ୍ଗକୁ ଗୁଳୁଗୁଳି । ଆକାଶରୁ ବର୍ଷୁଛି ନିଆଁ ହୁଳା । ରାଜ୍ୟର ଅଧିକାଂଶ ସ୍ଥାନରେ ୪୨ରୁ ୪୫ ଡିଗ୍ରୀ ତାପମାତ୍ରା ରହୁଛି । ଏହାକୁ ନଜରରେ ରଖି ଆଜିଠୁ ପିଲାଙ୍କ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ସକାଳ ୬ଟାରୁ ସକାଳ ୯ଟା ଯାଏ ପିଲାଙ୍କ ପାଠ ପଢା ହେବ । କୁନି କୁନି ପିଲାମାନେ ସକାଳୁ ସ୍କୁଲ ଆସିଛନ୍ତି। ଦିନ ବଢିବା ସହ ଖରା ବଢୁଛି । ତେବେ ଖରା ବଢିବା ପୂର୍ବରୁ ସ୍କୁଲ ଛୁଟି ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।

ଖବର ଅନୁଯାୟୀ, ରାଜ୍ୟରେ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଏପ୍ରିଲ ୨୫ ତାରିଖରୁ ୩୦ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା ହୋଇଥିଲା । ରାଜ୍ୟ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ନେଇ ଘୋଷଣା କରିଥିଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ସ୍କୁଲ ଛୁଟି ହେଲେ ମଧ୍ୟ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା ଚାଲୁ ରହିବ ବୋଲି ବିଭାଗ କହିଥିଲା । ଆଉ ଏବେ ୫ ଦିନର ଛୁଟି ପରେ ସକାଳ ୬ଟାରୁ ସକାଳ ୯ଟା ଯାଏ ପିଲାଙ୍କ ପାଠ ପଢା ହେବ ।

   Related Posts