oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କଲେ ସରକାର, ଅଧଘଣ୍ଟା ଅଧିକ ପାଠ ପଢ଼ିବେ ଛାତ୍ରଛାତ୍ରୀ

31/03/2022 at 5:47 PM

ଭୁବନେଶ୍ୱର, ୩୧/୦୩: ରାଜ୍ୟର ବୃଦ୍ଧି ପାଇବାରେ ଲାଗିଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ସରକାର ଗତକାଲି ନିଷ୍ପତ୍ତି ନେଇଛନ୍ତି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଥିଲେ । ହେଲେ ଆଜି ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି । ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବା ନେଇ ଗଣଶିକ୍ଷା ବିଭାଗ ଗତକାଲି ନିଷ୍ପତ୍ତି ନେଇଥିବା ବେଳେ ଏହାକୁ ଅଧଘଣ୍ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଅର୍ଥାତ ଏବେ ୬.୩୦ରୁ ୧୦ଟା ପରିବର୍ତ୍ତେ ୧୦.୩୦ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲରେ ପାଠପଢ଼ିବେ । ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ନେଇ ବିଭାଗ କହିଥିବା ବେଳେ ଏଥିରେ ମଧ୍ୟ ପରିବର୍ତ୍ତନ କରାଯାଇଛି । ବର୍ତ୍ତମାନ ୭ଟାରୁ ୧୧ଟା ପରିବର୍ତ୍ତେ ୧୧.୩୦ ପର୍ଯ୍ୟନ୍ତ ସ୍କୁଲରେ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ ।

   Related Posts