oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ସ୍କୁଲ୍ ଭ୍ୟାନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

9/05/2022 at 9:32 AM

ବିନିକା ୦୯/୦୫ : ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର କଲେଜ ଛକଠାରେ ଏକ ସ୍କୁଲ ଭ୍ୟାନରେ ଲାଗିଲା ନିଆଁ । ତେବେ ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତିଯାଇଛନ୍ତି ଛାତ୍ରଛାତ୍ରୀ । କୌଣସି ଛାତ୍ରଛାତ୍ରୀ ଆହତ ହୋଇନଥିବା ବେଳେ ନିଆଁକୁ ଆୟତ୍ତ କରିଛନ୍ତି ସ୍ଥାନୀୟ ଲୋକେ ।

ଉଲୁଣ୍ଡା ଥାନା ଶିନ୍ଧୋଲ ଅଞ୍ଚଳରୁ ବିନିକାର ଏକ ଘରୋଇ ଶିକ୍ଷାନୁଷ୍ଠାନକୁ ଛାତ୍ରଛାତ୍ରୀ ନେଇ ଆସୁଥିବା ସମୟରେ ସ୍କୁଲ ଭ୍ୟାନର ପଛ ପଟେ ନିଆଁ ଲାଗିଯାଇଥିଲା । ତେବେ ଡ୍ରାଇଭର କୌଣସି ପ୍ରକାର ଏହାକୁ ଜାଣିବାକୁ ପାଇଥିଲେ ।

ସଂଗେ ସଂଗେ ଗାଡି ଅଟକାଇବାରୁ ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁକୁ ଆୟତ୍ତ କରାଯାଇଥିଲା । ଘଟଣା ସ୍ଥଳରୁ ଛାତ୍ର ଛାତ୍ରୀମାନଙ୍କୁ ଅନ୍ୟ ଏକ ସ୍କୁଲ ଗାଡିରେ ବିଦ୍ୟାଳୟକୁ ସୁରକ୍ଷିତ ଭାବରେ ପହଞ୍ଚାଯାଇଥିଲା ।

   Related Posts