suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟାଙ୍ଗୀ: ହାତୀ ଆକ୍ରମଣରେ ଜଣେ ମୃତ, ଧାନ ଗଦା ସଜାଡି ରଖୁଥିବାବେଳେ ଦଳିଦେଲା ଦନ୍ତା
  • ||
  • ବୌଦ୍ଧ: ବହିରା ଛକରେ ସିରିଜ୍ ଦୁର୍ଘଟଣା, ୫ ବାଇକ୍‌କୁ ପିଟି ହୋଟେଲରେ ପଶିଲା ସ୍କର୍ପିଓ
  • ||

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ମୃତ, ଦୁଇ ଗୁରୁତର

16/01/2023 at 10:00 PM

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଚମ୍ପୁଆ କେ.ଟି ରାସ୍ତାର ବୁଢ଼ୀକାପୁଡି ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ସହ ବାଇକର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି ।

ସ୍କୁଟି-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଅଛନ୍ତି । ମୃତକ ଜଣକ ହେଲେ ତୁରୁମୁଙ୍ଗା ଥାନା ତେନ୍ତେଳା ଗ୍ରାମର କାର୍ତ୍ତିକା ମହାରଣା । ଦୁଇ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । କେବେ ଆହତଙ୍କ ପରିଚୟ ମିଳିପାରି ନାହିଁ । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି ।

   Related Posts