oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ବଦଳିଲା ସଚିବାଳୟ ମାର୍ଗର ନାଁ – ଏଜି ଛକରୁ ଆଚାର୍ଯ୍ୟ ବିହାର ଛକ ରାସ୍ତାକୁ ଲୋକସେବା ମାର୍ଗ ନାଁରେ ନାମିତ

14/12/2019 at 10:30 PM

ଭୁବନେଶ୍ୱର ୧୪।୧୨-  ବଦଳିଲା ସଚିବାଳୟ ମାର୍ଗର ନାଁ । ଏଜି ଛକରୁ ଆଚାର୍ଯ୍ୟ ବିହାର ଛକ ରାସ୍ତାକୁ ଲୋକସେବା ମାର୍ଗ ନାଁରେ ନାମିତ କଲେ ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।

 ଏଜି ଛକରୁ ଆଚାର୍ଯ୍ୟବିହାର ଛକ ପର୍ଯ୍ୟନ୍ତ ରାସ୍ତାର ନାମ ପୂର୍ବରୁ ସଚିବାଳୟ ମାର୍ଗ ଥିଲା । ତେବେ କିଛି ଦିନ ପୂର୍ବେ ସଚିବାଳୟର ନାଁ ପରିବର୍ତନ କରାଯାଇ ଲୋକସେବା ଭବନ କରିଥିଲେ ସରକାର । ତେଣୁ ଏବେ ସଚିବାଳୟ ମାର୍ଗର ନାଁ ବଦଳାଇ ଲୋକସେବା ମାର୍ଗ କରାଯାଇଛି ।

   Related Posts