oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ବାବା ଧବଳେଶ୍ବରଙ୍କ ପୀଠରେ ୧୪୪ ଧାରା ଜାରି, ୨ ଦିନ ଦର୍ଶନ ବନ୍ଦ

30/12/2021 at 6:24 PM

ଆଠଗଡ଼ ୩୦।୧୨: କରୋନାର ତୃତୀୟ ଲହର ଓମିକ୍ରନକୁ ନେଇ ଆସନ୍ତା ନବବର୍ଷ ଜନସମାଗମକୁ ଦୃଷ୍ଟିରେ ରଖି ୩୧ ଏବଂ ୧ ତାରିଖ ଦୁଇ ଦିନ ଧରି ବାବା ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ । ପୂର୍ବପରି ପୂଜକ ସମିତି ପକ୍ଷରୁ ସମସ୍ତ ପ୍ରକାର ରୀତିନୀତି ଚାଲୁ ରହିବ । ଅନ୍ୟପଟେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ପୀଠକୁ ନଆସିବା ପାଇଁ  ଆଠଗଡ଼ ପ୍ରଶାସନ ପକ୍ଷରୁ କରାଯାଇଛି । ଏନେଇ ଗଣାମାଧ୍ୟମ ଜରିଆରେ ନିବେଦନ କରିଛନ୍ତି ଆଠଗଡ଼ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ଵାଇଁ ।

   Related Posts