oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ପୋଖରୀ ନିଲାମକୁ ନେଇ ଧାରଣାରେ ବସିଲେ ମହିଳା ସ୍ବୟଂସହାୟକ ଗୋଷ୍ଠୀ

30/07/2022 at 3:28 PM

ଭଦ୍ରକ ୩୦।୭: ପୋଖରୀ ନିଲାମକୁ ନେଇ ଧାରଣାରେ ଗ୍ରାମବାସୀ ଓ ସ୍ବୟଂସହାୟକ ଗୋଷ୍ଠୀ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ପଞ୍ଚାୟତ ସମ୍ମୁଖରେ ଗ୍ରାମବାସୀ ତଥା ସ୍ବୟଂସହାୟକ ଗୋଷ୍ଠୀର ମହିଳାମାନେ ଧାରଣାରେ ବସିବା ସହ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଛନ୍ତି ।

ତେବେ ଗାଁର ଏକ ପୋଖରୀ ନିଲାମକୁ ନେଇ ଗ୍ରାମବାସୀ ସରପଞ୍ଚଙ୍କୁ ଯୋଗାଯୋଗ କରିଥିଲେ । କିନ୍ତୁ ପରେ ସରପଞ୍ଚ ଓ କେତେକ ସମର୍ଥକ ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟଙ୍କୁ  ଗାଳି ଗୁଲଜ କରୁଥିବା ନେଇ ଭଣ୍ଡାରିପୋଖରୀ ଥାନାରେ ଅଭିଯୋଗ ହୋଇଛି । ତେବେ ଗ୍ରାମବାସୀ ତଥା ଯଶୋଦା ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟମାନେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିବେ ବୋଲି କହିଛନ୍ତି । ତେବେ ଘଟଣାକୁ ନେଇ ସରପଞ୍ଚଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ ।

   Related Posts