ଆସନ୍ତା ୧୩ରେ ଓଡ଼ିଶା ଆସିବେ ଇସିଆଇର ବରିଷ୍ଠ ଅଧିକାରୀ, ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା

ଭୁବନେଶ୍ବର ୨୯।୮: ଆଗୁଆ ନିର୍ବାଚନ ଚର୍ଚ୍ଚା ଭିତରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି CEO ନିକୁଞ୍ଜ ଧଳ । ସେପ୍ଟେମ୍ବର ୧୩ ତାରିଖରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ନିର୍ବାଚନ ଆୟୋଗ ତଥା ଇସିଆଇର ବରିଷ୍ଠ ଅଧିକାରୀ । ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ନିର୍ବାଚନ ସମ୍ବନ୍ଧରେ ଆଲୋଚନା କରିବେ । ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରସ୍ତୁତି କରାଯାଉଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ରାଜ୍ୟରେ ନିର୍ବାଚନ ପାଇଁ ଆବଶ୍ୟକ … Continue reading ଆସନ୍ତା ୧୩ରେ ଓଡ଼ିଶା ଆସିବେ ଇସିଆଇର ବରିଷ୍ଠ ଅଧିକାରୀ, ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା