oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

13/10/2021 at 10:19 AM

ଭୁବନେଶ୍ୱର ୧୩।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬୧୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୩୨୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୨୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୯୭୬୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୮୨୭୯୨୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts