ପୋଲିସ କବ୍ଜାରେ ୭ ଡକାୟତ, ଅଫୁଟା ଗୁଳି-ମାଉଜର-ସୁନା ଜବତ
3/12/2020 at 3:25 PM

ଭଞ୍ଜନଗର ୦୩।୧୨: ବଡ଼ଗଡ଼ ପୋଲିସକୁ ପୁଣି ସଫଳତା । ସାତଜଣ ଡକାୟତଙ୍କୁ ଗିରଫ କରିବା ସହ ସେମାନଙ୍କୁ ନିକଟରେ ୩ଟି ମୋବାଇଲ, ଗୋଟିଏ ମାଉଜର, ତିନୋଟି ଅଫୁଟା ଗୁଳି ସହ କିଛି ସୁନା ସାମଗ୍ରୀ ଜବତ ହୋଇଛି ।

ଖବର ଅନୁଯାୟୀ, ଗତ ୧୮ତାରିଖରେ ବଡ଼ଗଡ଼ ଗାଁର ସୀମାଦ୍ରୀ ପାତ୍ରଙ୍କ ଘରେ ପଶି ମାଉଜର ଦେଖାଇ ଲୁଟିନେଇଥିଲେ । ଅନେକ ସୁନା ସାମଗ୍ରୀ ସହ ଟଙ୍କା ଲୁଟି ନେଇଥିଲେ । ସେବେଠାରୁ ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ୱତନ୍ତ ଟିମ୍ ଗଠନ କରାଯାଇ ଛାନ୍ଭିନ୍ ଜାରି ରହିଥିଲା । ଏବେ ପୋଲିସକୁ ମିଳିଛି ସଫଳତା ମିଳିଛି । ସାତଜଣ ଡକାୟତଙ୍କୁ ଗିରଫ କରିବା ସହ ସେମାନଙ୍କୁ ନିକଟରେ ୩ଟି ମୋବାଇଲ, ଗୋଟିଏ ମାଉଜର, ତିନୋଟି ଅଫୁଟା ଗୁଳି ସହ କିଛି ସୁନା ସାମଗ୍ରୀ ଜବତ ହୋଇଛି ।

Related Posts
ଡିଭାଇଡ୍ରରେ ପିଟି ହେଲା ବସ୍, ଗାଡ଼ିରେ ଥିଲେ ୨୦ରୁ ଅଧିକ ଯାତ୍ରୀ
30 January 2023
ସୁପାରି ନା ବ୍ୟକ୍ତିଗତ ରାଗ ? ନବ ଦାସଙ୍କ ମୃତ୍ୟୁ ଛାଡିଗଲା ଅନେକ ପ୍ରଶ୍ନ…
30 January 2023