ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ହେପାଜତରେ ଅଭିଯୁକ୍ତ ମୃତ ! ରେଞ୍ଜରଙ୍କ ସମେତ ୭ ଥାନାରେ ଅଟକ

6/02/2023 at 8:55 AM

ଆଠଗଡ଼ ୦୬।୦୨ :  ହେପାଜତ ମୃତ୍ୟୁ, ରେଞ୍ଜର ଅଟକ । ବଡ଼ମ୍ବା ରେଞ୍ଜରଙ୍କ ସମେତ ୭ ଜଣ ଥାନାରେ ଅଟକ । ଆଠଗଡ଼ ବଡମ୍ବା ରେଞ୍ଜର ଘଟଣା ।

ଖବର ଅନୁଯାୟୀ,  ଦୁଇ ଦିନ ତଳେ ଏକ ଦନ୍ତାହାତୀର ମୃତଦେହ ମିଳିଥିଲା । ହାତୀକୁ ହତ୍ୟା କରିଥିବା ସନ୍ଦେହରେ ବଡମ୍ବା ରେଞ୍ଜରେ ଜଣଙ୍କ ଅଟକ ରଖି ପଚରାଉଚରା କରାଯାଉଥିଲା । ହେଲେ ପଚରାଉଚରା ସମୟରେ ସାତଗୋଛିଆ ଗାଁର ୫୯ ବର୍ଷିୟ  ଧନେଶ୍ବର ବେହେରାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ରେଞ୍ଜରଙ୍କ ହେପାଜତରେ ଅଭିଯୁକ୍ତର ମୃତ୍ୟୁ ପରେ ଆକ୍ସନକୁ ଆସିଛି ପୋଲିସ । ଆଠଗଡ଼ ଥାନାରେ ବଡମ୍ବା ରେଞ୍ଜରଙ୍କ ସମେତ ୬ରୁ ୭ ଜଣ ବନ କର୍ମଚାରୀ ଅଟକ ରହିଛନ୍ତି ।

ତେବେ କିଭଳି ପରିସ୍ଥିତିରେ ଧନେଶ୍ୱରଙ୍କ ମୃତ୍ୟୁ ହୋଇଥିଲା । ସେନେଇ ତଦନ୍ତ ଜାରି ରଖିଛି ଆଠଗଡ଼ ଥାନା ପୋଲିସ । ବିଭିନ୍ନ ଦିଗକୁ ନେଇ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ ।

ଏହି ଖବର ବି ପଢନ୍ତୁ :

   Related Posts