oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ଡିଲ୍ ବେଳେ ମାଡି ବସିଲା WCCB ଓ ବନବିଭାଗ : ୭ ଗିରଫ, ବାଘଛାଲ ଜବତ

7/04/2022 at 8:34 AM

କରଞ୍ଜିଆ ୦୭।୦୪ : WCCB (ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ସଂସ୍ଥା) ଓ ବନବିଭାଗ ପଞ୍ଝାରେ ବାଘ ଛାଲ ବେପାରୀ । ଡିଲ ବେଳେ ମାଡି ବସିଲା WCCB ଓ ବନବିଭାଗ । ଏହାସହିତ ୭ ଗିରଫ କରାଯାଇଛି । ମୟୁରଭଞ୍ଜ ଜିଲ୍ଲା ଯଶୀପୁର ପୁରୁଣା ବସଷ୍ଟାଣ୍ଡ ଠାରେ ଚାଲିଥିଲା କାରବାର ।

ଖବର ଅନୁଯାୟୀ, କେନ୍ଦୁଝର ବନଖଣ୍ଡ ଅଞ୍ଚଳରୁ ଏକ କଲରା ପତରିଆ ବାଘ ଛାଲ ଆଣି ମୟୁରଭଞ୍ଜ ଜିଲ୍ଲା ଯଶୀପୁର ପୁରୁଣା ବସଷ୍ଟାଣ୍ଡ ଠାରେ ଚାଲିଥିଲା । ବୁଧବାର ରାତିରେ ଡିଲ ଚାଲିଥିବା ସମୟରେ ଦୁଧିଆଣି ରେଞ୍ଜ ର ବନ କର୍ମଚାରୀ , କେନ୍ଦୁଝର ବନବିଭାଗ ଓ WCCB ମିଳିତ ଭାବେ ଚଢ଼ାଉ କରିଥିଲା । ଏହି ଚଢାଉରେ ବାଘ ଛାଲ ଓ ଏକ ଅଲଟୋ କାରକୁ ଜବତ କରିଛି । ଏହାସହିତ ୭ ଜଣଙ୍କୁ ଗିରଫ କରି ଦୁଧିଆଣି ରେଞ୍ଜ ଅଫିସକୁ ଆଣି ଅଧିକ ପଚରା ଉଚରା କରୁଛି ବନବିଭାଗ । ଅଭିଯୁକ୍ତ ମାନଙ୍କ ମଧ୍ୟରୁ ୨ ଜଣ ଯଶୀପୁର ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ୫ ଜଣ କେନ୍ଦୁଝର ଜିଲ୍ଲାର ବୋଲି ଜଣା ପଡ଼ିଛି ।

   Related Posts