ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

ଘାରିଲା ଅଜଣା ଜନ୍ତୁ ଭୟ, ଗୁହାଳରେ ମରିପଡିଛନ୍ତି ୧୫ ମେଣ୍ଢା

17/03/2023 at 10:40 AM

ଜଗତସିଂହପୁର ୧୭।୩: ଜଗତସିଂହପୁରରେ ପୁଣି ମେଣ୍ଢା ମଡକ । ଘାରିଲା ଅଜଣା ଜନ୍ତୁ ଭୟ । ଅଜଣା ଜନ୍ତୁ ଆକ୍ରମଣରେ ମେଣ୍ଢାଗୁଡିକର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।

ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ବିରିଡି ଥାନା ସଂଖାରୀସାହି ଗାଁରେ ପୁଣି ମେଣ୍ଢା ମଡକ । ଗୁରୁବାର ରାତିରେ ଗାଁର ପ୍ରଫୁଲ୍ଲ ବାରିକଙ୍କ ଗୁହାଳରେ ମେଣ୍ଢା ମରିପଡିଥିଲେ । ଗୁହାଳରେ ଥିବା ୧୫ଟି ମେଣ୍ଢାଙ୍କର ତଣ୍ଟି କଟା ଯାଇଥିବା ଦେଖିବାକୁ ମିଳିଥିଲା । ତେବେ ମେଣ୍ଢା ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ଅଜଣା ଜନ୍ତୁ ଆକ୍ରମଣରେ ମେଣ୍ଢାଗୁଡିକର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।

   Related Posts