ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ବଲାଙ୍ଗିର ସୁକତେଲ ନଦୀରୁ ବାହାରିଲା ଶିବଲିଙ୍ଗ, ପୂଜାର୍ଚ୍ଚନା ଆରମ୍ଭ

10/10/2022 at 5:51 PM

ବଲାଙ୍ଗିର: ବଲାଙ୍ଗିର ସୁକତେଲ ନଦୀରୁ ବାହାରିଲା ଶିବଲିଙ୍ଗ । ଗାଧୋଇବା ସମୟରେ କିଛି ସ୍ଥାନୀୟ ଯୁବକ ଶିବଲିଙ୍ଗ ପାଇ ଥିବା ବେଳେ ତାକୁ ଗାଁକୁ ନେଇ କରିଛନ୍ତି ପୂଜାର୍ଚ୍ଚିନା । ତେବେ  ଏହି ଶିବଲିଙ୍ଗକୁ ଚନ୍ଦନେଶ୍ଵର ବାବାଙ୍କ ଅଭିର୍ଭାବ ବୋଲି କହିଛନ୍ତି ସ୍ଥାନୀୟ ବାସିନ୍ଦା । ତେବେ କିଭଳି ଭାବରେ ଏଭଳି ଏକ ଶିବଲିଙ୍ଗ ଆସିଲା ନା ତାହା ନଦୀ ଗର୍ଭରୁ ବାହାରିଛି ତାହା ସ୍ପଷ୍ଟ ହୋଇନାହିଁ।  ତେବେ ନଦୀରେ ପାଣିଥିଲା ଓ ତାହା ଶୁଖିଲା ପରେ ଏଭଳି ଲିଙ୍ଗ ଦେଖାଯାଇଥିବା ସ୍ଥାନୀୟ ଲୋକେ କହିବା ସହ ପୂଜାର୍ଚ୍ଚନା ଆରମ୍ଭ କରି ଦେଇଛନ୍ତି।

   Related Posts