AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ:୨୪ ଘଣ୍ଟାରେ ଦୁଇ ଦୁଇ ଥର ଚଢାଉ, ଦେଢ଼ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ
  • ||
  • ଝାରସୁଗୁଡା: ନବଦାସ ହତ୍ୟା ଘଟଣା, ଅଭିଯୁକ୍ତ ଗୋପାଳର ହେବ ନାର୍କୋ ଟେଷ୍ଟ
  • ||
  • ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ଘଟଣା, ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ଆନନ୍ଦପୁର: ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜୀବନ ବଞ୍ଚାଇବାକୁ ଦୌଡିଲେ ଲୋକେ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ଭୁବନେଶ୍ୱର: କମୁଛି ଶୀତ, ବଢୁଛି ତାତି: ଟ୍ୱିନସିଟିରେ ପାରଦ ଉପରମୁହାଁ
  • ||

ଛତିଶଗଡରେ ଟ୍ରେନ୍ ଦୁର୍ଘଟଣା, ଶିବନାଥ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ

23/08/2022 at 9:50 AM

ରାୟପୁର ୨୩।୮: ଛତିଶଗଡର ଡୋଙ୍ଗରଗଡରେ ଟ୍ରେନ୍ ଦୁର୍ଘଟଣା । ଶିବନାଥ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟ୍ରେନ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡିଛି ।

ଉଲ୍ଲେଖଯୋଗ୍ୟ ଯେ, ଶିବନାଥ ଏକ୍ସପ୍ରେସ୍ ଛତିଶଗଡର କୋରବାଠାରୁ ନାଗପୁରର ଇତୱାରୀ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟମାର ଶିକାର ହୋଇଛି । ଡୋଙ୍ଗରଗଡ ୟାର୍ଡ ନିକଟରେ ଏକ୍ସପ୍ରେସ୍‌ଟି ଲାଇନ୍‌ଚ୍ୟୁତ ହୋଇଛି । ଏହି ଦୁର୍ଘଟଣାରେ ଟ୍ରେନ୍‌ର ଦୁଇଟି ବଗି ରେଳ ଧାରଣାରୁ ଖସିପଡିଛି । ଏହି ଦୁର୍ଘଟଣା ଫଳରେ କେହି ମୃତାହତ ହୋଇନଥିବା ଜଣାପଡିଛି ।

ଘଟଣା ସମ୍ପର୍କରେ ସୂଚନା ମିଳିବା ପରେ ବିଭାଗୀୟ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ । ରେଳ ଧାରଣାରୁ ଲାଇନ୍‌ଚ୍ୟୁତ ବଗି ଦୁଇଟିକୁ ଉଠାଯାଉଥିବା ସୂଚନା ରହିଛି ।

   Related Posts