suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

ମହମ୍ମଦ ମୋକ୍କିମ ଓ ସୁର ରାଉତରାୟଙ୍କୁ କାରଣ ଦର୍ଶାଅ ନୋଟିସ୍, ୭ ଦିନରେ ଜବାବ ରଖିବାକୁ ନିର୍ଦ୍ଦେଶ

21/12/2022 at 12:58 PM

ଭୁବନେଶ୍ୱର ୨୧/୧୨: ବିଧାୟକ ସୁର ରାଉତରାୟ ଓ ମହମ୍ମଦ ମୋକ୍କିମଙ୍କୁ ସୋ-କଜ୍ ନୋଟିସ୍ । କଂଗ୍ରେସ ଶୃଙ୍ଖଳା କମିଟିର ଏହି ଦୁଇ ସଦସ୍ୟଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି । ନୋଟିସ୍‌ରେ ୭ ଦିନରେ ଜବାବ ରହିବାକୁ ନିର୍ଦ୍ଦେଶ ।

ସୂଚନା ଥାଉକି, କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକ୍କିମ ସିଧାସଳଖ ଦଳର ମୁଖିଆଙ୍କୁ ଟାର୍ଗେଟ କରିଥିବାବେଳେ ସୁରେଶ କୁମାର ରାଉତରାୟ ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାରଙ୍କୁ ଟାର୍ଗେଟ କରିଛନ୍ତି । ଯାହାକୁ ନେଇ ଧଳରେ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି । ସେପଟେ ଏ ନୋଟିସ୍ ବିଷୟରେ ଜଣାପଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସୁର । କହିଛନ୍ତି ଯାହା ମଗାଯାଇଛି ତାର ଉତ୍ତର ରଖିବି ।

   Related Posts