ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍‌ ଚିହ୍ନଟ

Published By : Prameya-News7 Bureau | August 19, 2020 IST

ଭୁବନେଶ୍ୱର୧୯/୮: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶ୍ରୀମତୀ ମିଶ୍ର ନିଜେ ଟ୍ବିଟ୍ କରି ଏ ସଂପର୍କରେ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି ଏବଂ ଭଗବାନ ଜଗନ୍ନାଥଙ୍କ କୃପାରୁ ଭଲରେ ଅଛି।

wp:core-embed/twitter {"url":"https://twitter.com/ShreemayeeM/status/1296097016771010560?s=20","type":"rich","providerNameSlug":"twitter","className":""}
https://twitter.com/ShreemayeeM/status/1296097016771010560?s=20
/wp:core-embed/twitter

ଗତ ନିର୍ବାଚନରେ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ଥିବା ବଲାଙ୍ଗୀରର ଯୁବନେତ୍ରୀ ଶ୍ରୀମୟୀ ମିଶ୍ର ୨୦୧୯ ମସିହା ଅଗଷ୍ଟ ୧୬ରେ ଓଡ଼ିଶା ପର୍ଯ୍ୟଟନ ନିଗମ ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇଥିଲେ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.