scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍‌ ଚିହ୍ନଟ

19/08/2020 at 9:24 PM

ଭୁବନେଶ୍ୱର୧୯/୮: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶ୍ରୀମତୀ ମିଶ୍ର ନିଜେ ଟ୍ବିଟ୍ କରି ଏ ସଂପର୍କରେ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି ଏବଂ ଭଗବାନ ଜଗନ୍ନାଥଙ୍କ କୃପାରୁ ଭଲରେ ଅଛି।

ଗତ ନିର୍ବାଚନରେ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ଥିବା ବଲାଙ୍ଗୀରର ଯୁବନେତ୍ରୀ ଶ୍ରୀମୟୀ ମିଶ୍ର ୨୦୧୯ ମସିହା ଅଗଷ୍ଟ ୧୬ରେ ଓଡ଼ିଶା ପର୍ଯ୍ୟଟନ ନିଗମ ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇଥିଲେ।

   Related Posts