oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ବ୍ୟାଗ୍‌ରୁ ମିଳିଲା ନବଜାତର ମୃତଦେହ, ମେଡିକାଲ ପରିସରରେ ଦେଖି ପୋଲିସକୁ ଖବର ଦେଇଥିଲେ ଲୋକେ

23/09/2022 at 10:58 AM

ଭଦ୍ରକ ୨୩।୦୯ : ମେଡିକାଲ ପରିସରରୁ ନବଜାତ ଉଦ୍ଧାର । ଜନ୍ମ ପରେ ନବଜାତକୁ ବ୍ୟାଗ୍‌ରେ ଫିଙ୍ଗି ଦେଇଛନ୍ତି । ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦେଖିବାକୁ ମିଳିଛି ଏମିତି କିଛି ଘଟଣା ।

ଖବର ଅନୁଯାୟୀ,  ମେଡିକାଲ ପରିସରରେ ଥିବା ଶୌଚାଳୟ ନିକଟରେ ବାଇକ ପାର୍କିଂ ପାଇଁ ଯିବା ବେଳେ କେତେକ ଲୋକେ ଏକ ବ୍ୟାଗ ଦେଖିଥିଲେ । ଦୀର୍ଘ ସମୟ ପରେ ବ୍ୟାଗକୁ କେହିନନେବାରୁ ଲୋକେ ଖୋଲି ଦେଖିଥିଲେ । ବ୍ୟାଗ ଭିତରେ ଏକ ନବଜାତକ ଥିବା ଦେଖିଥିଲା । ଏନେଇ ସ୍ଥାନୀୟଲୋକ ପୋଲିସକୁ ଜଣାଇଥିଲେ । ପୋଲିସ ଉପସ୍ଥିତିରେ ବ୍ୟାଗ ଖୋଲିବା ପରେ ଏକ ନବଜାତକର ମୃତଦେହ ମିଳିଥିଲା । ବିଳମ୍ବିତ ରାତି ସମୟରେ କେହି ନବଜାତକକୁ ବ୍ୟାଗରେ ଭର୍ତ୍ତି କରି ମେଡିକାଲ ପରିସରରେ ଥିବା ଶୌଚାଳୟ ନିକଟରେ ଛାଡିଥିବା ଅନୁମାନ କରାଯାଉଛି ।

   Related Posts