Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରିବା ପ୍ରତିବାଦରେ ବିକ୍ଷୋଭ କରୁଥିଲେ କଂଗ୍ରେସ ନେତା; ଉଠାଇନେଲା ଦିଲ୍ଲୀ ପୁଲିସ
  • ||
  • ଭାରତରେ ସମସ୍ତ ଇଞ୍ଜିନିୟରିଂ ଟିମ୍‌କୁ ଛଟେଇ କଲା GitHub; ୧୪୦ ଇଞ୍ଜିନିୟର ହେବେ ପ୍ରଭାବିତ
  • ||
  • ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ସୂଚନା; ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଙ୍କୁ MBBS ପରୀକ୍ଷା ପାସ୍ କରିବାକୁ ମିଳିବ ଥରେ ସୁଯୋଗ, ଦୁଇ ବର୍ଷ ଇଣ୍ଟର୍ଣ୍ଣସିପ୍ ବାଧ୍ୟତାମୁଳକ
  • ||
  • ଭଦ୍ରକ: ଶ୍ରୀରାମନବମି ପାଇଁ ମହିଳା ଶ୍ରଦ୍ଧାଳୁଙ୍କ ବିଶାଳ କଳଶ ଶୋଭାଯାତ୍ରା
  • ||
  • ପାଟଣା: ଅଟେଇ ସଂରକ୍ଷିତ ଜଙ୍ଗଲରୁ ଧରାପଡ଼ିଲେ ଧନୁତୀରଧାରୀ ୯ ଶୀକାରି
  • ||
  • ମେକ୍ସିକୋରେ ପ୍ରବାସୀ ଥଇଥାନ କେନ୍ଦ୍ରରେ ଭୟଙ୍କର ଅଗ୍ନିକାଣ୍ଡ; ୩୯ ମୃତ, ଏକାଧିକ ଆହତ
  • ||
  • ସୁନ୍ଦରଗଡ : ଆୟକର ଫାଙ୍କିବା ଅଭିଯୋଗ, ସୁନ୍ଦରଗଡ ସହରର ବିଭିନ୍ନ ସ୍ଥାନରେ ଚଢାଉ
  • ||
  • ବାଲେଶ୍ବର : ଅନ୍ବେଷା ଇନ୍ ଚିଟ୍ ଫଣ୍ଡ ମାମଲା : ଡାଇରେକ୍ଟରଙ୍କୁ ୫ବର୍ଷ ଓ ଅନ୍ୟ ୨ଜଣଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ
  • ||
  • ବଢ଼ିଲା ପାନ୍‌-ଆଧାର ଲିଙ୍କ ଅବଧି, ଏତିକି ସମୟ ଦେଲେ କେନ୍ଦ୍ର ସରକାର
  • ||
  • ଆନନ୍ଦପୁର: ଟଙ୍କା ନେଣଦେଣକୁ ନେଇ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ
  • ||

ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ମାମଲା; ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

18/03/2023 at 6:49 PM

ପୁରୀ ୧୮/୦୩: ଆକ୍ସନ ମୋଡ୍‌ରେ ପୁରୀ ପୋଲିସ। ମାର୍କେଟ୍‌ ଛକରେ ୩ ଯୁବକଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଶନିବାର ସେମାନଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ। ଅନ୍ୟପଟେ ଆକ୍ରମଣର ଶୀକାର ହୋଇଥିବା ୩ ଜଣ ଏବେ ଗୁରୁତର ଭାବେ କଟକ ବଡ଼ ମେଡ଼ିକାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଗିରଫ ଅଭିଯୁକ୍ତମାନଙ୍କ ଠାରୁ ପୋଲିସ ମାରଣାସ୍ତ୍ର ସହିତ ସ୍ମାର୍ଟ ଫୋନ୍‌ ଜବତ କରିଛି। ପୂର୍ବ ଶତୃତାକୁ ଗୋଷ୍ଠୀ ସଂଘର୍ଷ କାରଣରୁ ଏହି ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି।

   Related Posts