ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

Published By : Prameya-News7 Bureau | September 13, 2021 IST

ଭୁବନେଶ୍ୱର ୧୩।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୭୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୮୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୨୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୯୦୫୦୭୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.