vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିଭୋ ଉପରେ ଚଢଉ ନେଇ ଚୀନର ରାଗ, କହିଲା- ‘ବିଦେଶୀ କମ୍ପାନୀଙ୍କ ଇଚ୍ଛା କମିଯିବ…’
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨୮ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୮୯୩୦ କରୋନା ପଜିଟିଭ୍
  • ||
  • ଇଂଲଣ୍ଡରେ ଜନ୍ମଦିନ ପାଳିଲେ ଧୋନୀ, କାଟିଲେ କେକ୍ : ପତ୍ନୀ ସାକ୍ଷୀ ସେୟାର କଲେ ଭିଡିଓ
  • ||
  • କେବଳ ସ୍ପାଇସଜେଟ୍ ନୁହେଁ, ଅନ୍ୟ କମ୍ପାନୀର ବିମାନରେ ମଧ୍ୟ ବଢୁଛି ତ୍ରୁଟି : ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା
  • ||
  • ୪୧ ବର୍ଷରେ ପାଦ ଦେଲେ କ୍ୟାପ୍ଟେନ୍ କୁଲ୍ : ଟିମ୍ ଇଣ୍ଡିଆକୁ ଜିତାଇଥିଲେ ଦିନିକିଆ ଓ ଟି୨୦ ବିଶ୍ୱକପ୍
  • ||
  • ଜନ୍ମଦିନରେ ଓ୍ୱିମ୍ବଲଡନ୍ ଦେଖିବାକୁ ପହଁଚିଲେ ମାହି, ସାମ୍ନାକୁ ଆସିଲା ଫଟୋ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

13/09/2021 at 9:25 AM

ଭୁବନେଶ୍ୱର ୧୩।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୭୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୮୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୨୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୯୦୫୦୭୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts