scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ହାଇଓ୍ୱାକୁ ପଛ ପଟୁ ପିଟିଲା କାର୍‌, ୬ ଗୁରୁତର

1/12/2023 at 8:17 AM

ଭଦ୍ରକ ୦୧।୧୨ : ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୬ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଭଦ୍ରକ ସହର ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବା ବେଳେ ଗେଲପୁର ନିକଟରେ ଘଟିଲା ଦୁର୍ଘଟଣା । ରାସ୍ତାରେ ଛିଡା ହୋଇଥିବା ହାଇଓ୍ୱାକୁ ଧକ୍କା ଦେଲା କାର୍‌ । ଯାହାଫଳରେ ଏହି ଦୁର୍ଘଟଣାରେ ୬ ଜଣ ଗୁରୁତର ହୋଇଥିଲେ । ଏହାପରେ ସମସ୍ତଙ୍କୁ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି ।କିନ୍ତୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।  

   Related Posts