AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ଦ୍ବାରଶୁଣୀ ଘାଟିରେ ବସ୍‌କୁ ଧକ୍କା ଦେଇ ୫୦ଫୁଟ ତଳକୁ ଖସିଲା ଟ୍ରକ୍, ୫ ଯାତ୍ରୀଙ୍କ ସହ ଟ୍ରକ୍ ଡ୍ରାଇଭର ଆହତ

4/03/2020 at 2:40 PM

ବାରିପଦା ୪।୩: ମୟୁଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ବାରଶୁଣୀ ଘାଟିରେ ପୁଣି ଦୁର୍ଘଟଣା । ‘ଆନନ୍ଦ’ ନାମକ ଏକ ଯାତ୍ରୀବାହୀ ପଛପଟୁ ଧକ୍କା ଦେଲା ଲୁହାପଥର ବୋଝେଇ ଟ୍ରକ୍ ।

ଫଳରେ ଭାରସାମ୍ୟ ହରାଇ ଟ୍ରକ୍‌ଟି ୫୦ ଫୁଟ୍ ତଳକୁ ଖସିପଡିଛି । ଦୁର୍ଘଟଣାରେ ବସ୍ ରେ ଥିବା ୫ ଜଣ ଯାତ୍ରୀଙ୍କ ସମେତ ଟ୍ରକ୍ ଡ୍ରାଇଭର ଆହତ ହୋଇଛନ୍ତି ।

ସେଥିମଧ୍ୟରୁ ୨ଜଣ ଗୁରୁତର ହେବାରୁ ସେମାନଙ୍କୁ ବାରିପଦା ପିଆରଏମ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

   Related Posts