ଖୋଲିଲା ଆଉ ୬ ଗେଟ୍, ମୋଟ୍ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ
15/09/2023 at 12:38 PM

ସମ୍ବଲପୁର ୧୫।୯: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ । ଏହାକୁ ମିଶାଇ ମୋଟ୍ ୨୦ଟି ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୮.୧୫ ଫୁଟ ରହିଛି ।
ହୀରାକୁଦ ଜଳଭଣ୍ଡାରରୁ ୨ ଲକ୍ଷ ୨୯ ହଜାର ୪୫୮ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ସେହିଭଳି ଜଳଭଣ୍ଡାରରୁ ୨ ଲକ୍ଷ ୬୭ ହଜାର ୫୭୭ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ୱରେ ୧୩ଟି ଗେଟ୍ ଖୋଲା ଥିବାବେଳେ ଦକ୍ଷିଣ ପାର୍ଶ୍ୱରେ ୭ଟି ଗେଟ୍ ଖୋଲା ରହିଛି ।
You Can Read :
Related Posts
ଗଣେଶ ପୂଜାରେ ହଷ୍ଟେଲରେ ଖେଚୁଡ଼ି ଖାଇ ୧୦ ଛାତ୍ରୀ ଅସୁସ୍ଥ, ହସ୍ପିଟାଲ୍ରେ ଭର୍ତ୍ତି
21 September 2023
ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ ଗେଟ୍
21 September 2023
ସୋଆ SHMର ନୂତନ ଛାତ୍ରଛାତ୍ରୀଙ୍କ ପାଇଁ ୭ ଦିନିଆ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ
21 September 2023
ଏସ୍ଆଇଏଚ୍ -୨୦୨୩ ପାଇଁ କ୍ଵାଲିଫାଏ କଲା ITERର ୧୦ଟି ହାକାଥନ୍ ଟିମ୍
21 September 2023