ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ସ୍ନାନ ପୂର୍ଣ୍ଣିମା ପୂର୍ବରୁ ମରାମତି ହେବ ସ୍ନାନବେଦୀ, ଏଏସ୍‌ଆଇ ସହ ଆଲୋଚନା ଚାଲିଛି-ଜିଲ୍ଲାପାଳ

31/05/2022 at 11:59 AM

ପୁରୀ ୩୧।୦୫:  ସ୍ନାନ ପୂର୍ଣ୍ଣିମା ପୂର୍ବରୁ ମରାମତି ହେବ ସ୍ନାନବେଦୀ । ଏଥିପାଇଁ ଏଏସଆଇ ସହ ଆଲୋଚନା ହୋଇଛି।  ଖୁବଶୀଘ୍ର ମରାମତି ହେବ ବୋଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

ସେହିପରି ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ବୁଧବାର ଅନୁଷ୍ଠିତ ହେବ ଦ୍ବିତୀୟ ରଥଯାତ୍ରା ସମନ୍ୱୟ ବୈଠକ।‌  ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଟାଉନ ହଲ୍ ଠାରେ ହେବ ଏହି ବୈଠକ। ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ ତଦାରଖ କରାଯିବ। ବୈଠକରେ ଅନ୍ୟାନ୍ୟ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ।

   Related Posts