ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ‘ଗୁରୁ ଗୌରବ ସମ୍ମାନ’ରେ ସମ୍ମାନିତ ହେଲେ ସୋଆ ଡାକ୍ତର

5/10/2021 at 8:13 PM

ଭୁବନେଶ୍ୱର, : ୨୧ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିୁଚ୍ୟଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଡାକ୍ତର ଶିବ ପ୍ରସାଦ ଦଳାଇଙ୍କୁ ‘ଗୁରୁ ଗୌରବ ସମ୍ମାନ’ରେ ସମ୍ମାନିତ କରାଯାଇଛି ।


ଦୈନିକ ଓଡ଼ିଆ ସମ୍ବାଦପତ୍ର ‘ସମାଜ’ର ୧୦୨ତମ ସ୍ୱନକ୍ଷତ୍ର ଦିବସ ଅବସରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ସମ୍‌ର ମେଡିସିନ୍‌ ବିଭାଗର ଡାକ୍ତର ଶିବ ପ୍ରସାଦ ଦଳାଇଙ୍କୁ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଛି ।

   Related Posts