oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଆନ୍ତର୍ଜାତିକ ଏଡୁକେସନ୍ ୨.୦ କନ୍‌ଫରେନ୍ସ: ପୂର୍ବ ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ସମ୍ମାନରେ ସମ୍ମାନିତ ହେଲା ସୋଆ

30/03/2022 at 7:18 PM

ଭୁବନେଶ୍ୱର, ୩୦/୦୩: ଦୁବାଇରେ ଅନୁଷ୍ଠିତ ଆନ୍ତର୍ଜାତିକ ଏଡୁକେସନ୍ ୨.୦ କନ୍‌ଫରେନ୍ସରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) କୁ “ପୂର୍ବ ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ସମ୍ମାନ’ରେ ସମ୍ମାନିତ କରାଯାଇଛି । ଏହି ସମ୍ମାନ ଗ୍ରହଣ କରିଥିବା ସୋଆର ଇଣ୍ଡଷ୍ଟ୍ରି ଏନ୍‌ଗେଜ୍‌ମେଂଟ ମୁଖ୍ୟ ଶ୍ରୀ ରିପ୍ତି ରଞ୍ଜନ ଦାଶ ଏବଂ ଆନ୍ତର୍ଜାତିକ ଆଡମିଶନ୍ ଓ ଆଉଟ୍‌ରିଚ୍ ପ୍ରୋଗ୍ରାମ୍‌ର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡଃ) ମନୋଜରଞ୍ଜନ ନାୟକଙ୍କୁ ଭେଟି ସମ୍ମାନ ଫଳକକୁ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଇଛନ୍ତି । ଏହି ସମୟରେ ସୋଆର ମାନବସମ୍ବଳ ଅଧିକାରୀ ଶ୍ରୀ ସିଦ୍ଧ୍ୟବ୍ରତ ଦାଶ ଓ ଆଡିସ୍‌ନାଲ୍ ମେଡିକାଲ୍ ସୁପରିଟେଣ୍ଡେଣ୍ଟ ଡାକ୍ତର ରାଜେଶ ଲେଙ୍କା ଉପସ୍ଥିତ ଥିଲେ ।

   Related Posts