Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳଙ୍କ ମୃତ୍ୟୁ : ହାତ, ଛାତି ଓ ପିଠିରେ ବାଜିଥିଲା ଗୁଳି

10/06/2023 at 11:34 AM

ଖୋର୍ଦ୍ଧା ୧୦୬: ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ । ଗୁଳିମାଡରେ ଆହତ ହୋଇ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗୁଳି ତାଙ୍କ ହାତ, ଛାତି ଓ ପିଠିରେ ବାଜିଥିଲା ।

ସୂଚନାଯୋଗ୍ୟ ଯେ, ଗତ ୭ ତାରିଖ ରାତିରେ ସାମନ୍ତରାପୁର ଠେଙ୍ଗାହାଟ ଛକରେ ଏକାକୀ ଠିଆ ହୋଇଥିବା ବେଳେ ଏକ ପିକ୍ଅପ ଭ୍ୟାନ୍‌ରେ କିଛି ଦୁର୍ବୃତ୍ତ ଆସି ଅତର୍କିତ ଭାବେ ସୋମନାଥଙ୍କୁ ଗୁଳିମାଡ କରିଥିଲେ । ତାଙ୍କୁ ଗୁରୁ ଅବସ୍ଥାରେ ଖୋର୍ଦ୍ଧା ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ସ୍ପଷ୍ଟ କରାଯାଇଛି । ଅଭିଯୋଗକ୍ରମେ ପୋଲିସ ଛାନଭିନ ଜାରି ରଖିଛି ।

You Can Read :

   Related Posts