AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ପୁଅର ଟାଙ୍ଗିଆ ଚୋଟରେ ଗଲା ବାପାର ଜୀବନ

11/12/2022 at 5:52 PM

ମାଥିଲି: ମାଲକାନଗିରିର ମାଥିଲି ଥାନା ଅନ୍ତର୍ଗତ ହଳଦୀକୁଣ୍ତ ଗାଁରେ ନିଶାସକ୍ତ ପୁଅର କାରନାମା। ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ । ମଦନିଶାରେ ବାପାଙ୍କୁ ହତ୍ୟା କରିଥିବା ପୁଅକୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଲକ୍ଷ୍ମା କବାସୀ। ମାଥିଲି ପୋଲିସ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି।

   Related Posts