ପୁଅର ଟାଙ୍ଗିଆ ଚୋଟରେ ଗଲା ବାପାର ଜୀବନ
11/12/2022 at 5:52 PM

ମାଥିଲି: ମାଲକାନଗିରିର ମାଥିଲି ଥାନା ଅନ୍ତର୍ଗତ ହଳଦୀକୁଣ୍ତ ଗାଁରେ ନିଶାସକ୍ତ ପୁଅର କାରନାମା। ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ । ମଦନିଶାରେ ବାପାଙ୍କୁ ହତ୍ୟା କରିଥିବା ପୁଅକୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଲକ୍ଷ୍ମା କବାସୀ। ମାଥିଲି ପୋଲିସ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି।
Related Posts
ୟୁକ୍ରେନର ଏହି ଗ୍ରାମକୁ ନିଜର ବୋଲି ଦାବି କଲା ଋଷ, ଉଗ୍ର ହୋଇପାରେ ସଂଘର୍ଷ
31 January 2023
ବ୍ରିଟେନରେ ବିବାଦରେ ସୁନକଙ୍କ ଶ୍ୱଶୁରଙ୍କ କମ୍ପାନି, ଟିକସ ବକେୟା ଅଭିଯୋଗ
31 January 2023
ହିମାଚଳ ପ୍ରଦେଶ ପୋଲିସ୍ ନିଯୁକ୍ତି ଘୋଟାଲା: ୭ ରାଜ୍ୟର ୫୦ଟି ସିବିଆଇ ରେଡ୍
31 January 2023