oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

କଥା କଟାକଟିରୁ ଜଘନ୍ୟ କାଣ୍ଡ, ଜ୍ୱାଇଁର ଠେଙ୍ଗା ମାଡ଼ରେ ଶ୍ୱଶୁର ମୃତ

21/09/2022 at 6:04 PM

ସାନଖେମୁଣ୍ଡି, ୨୧/୦୯: ଜରଡ଼ା ଥାନା ପାତ୍ରପୁର ବ୍ଳକ ଅନ୍ତର୍ଗତ ମୁଣ୍ଡକେରୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କୌଣସି କାରଣକୁ ନେଇ ଶ୍ୱଶୁର ଓ ଜ୍ବାଇଁ ମଧ୍ୟରେ ସାମାନ୍ୟ ବଚସା ହେବା ପରେ ଜ୍ବାଇଁ ପୁଅର ଠେଙ୍ଗା ମାଡ଼ରେ ଶ୍ୱଶୁରର ମୃତ୍ୟୁ ଘଟିଥିଲା । ଜରଡ଼ା ଥାନା ଏସଆଇ ମେଡିନିଶ୍ୱର୍ କହଁରଙ୍କ ସୂଚନା ଅନୁସାରେ ଆପନା ବେହେରା (୬୫) ଓ ଗଣପତି ବେହେରା (୪୫) ବୁଧବାର ସକାଳୁ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହେବା ପରେ ଜ୍ବାଇଁ ଗଣପତି ଠେଙ୍ଗାରେ ଆପନାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲା। ଆକ୍ରମଣରେ ଗଣପତି ଘଟଣାସ୍ଥଳରେ ଟଳି ପଡ଼ିଥିଲେ ।

ନାତି-ଝିଅ ଆପନାଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ଆପନାଙ୍କୁ ମୃତ ଘୋଷଣା କରିଥିଲେ । ସେପଟେ ଗଣପତୀଙ୍କୁ ଜରଡ଼ା ଥାନା ପୋଲିସ ଗିରଫ କରିଥିବା ବେଳେ ବ୍ୟବହାର ହୋଇଥିବା କାଠ ଠେଙ୍ଗା ଜବତ କରିଛି । ଏନେଇ ଜରଡା ଥାନା ପକ୍ଷରୁ ଏକ ମାମଲା ରୁଜୁ କରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଛେଦ ପାଇଁ ପଠାଇଥିବା ବେଳେ ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ଭବାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି ।

   Related Posts