oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ବିବାଦରେ ପୁଣି ସୋର ଉପ କାରାଗାର, ବିଷ ପିଇଲେ ବିଚରାଧୀନ କଏଦୀ

5/03/2022 at 10:55 AM

ସୋର ୦୫।୦୩: ପୁଣି ବିବାଦରେ ସୋର ଉପ କାରାଗାର । କିଛି ମାସ ତଳେ ଜେଲ  ଭିତରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଥିବା ବେଳେ ପୁଣି ଆଜି ଆଉ ଜଣେ ବିଚାରାଧୀନ କଏଦି ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଛନ୍ତି ।

ତେବେ କଏଦୀ ଜଣକ କାହିଁକି ଓ କଣ ଖାଇଥିବା ସ୍ପଷ୍ଟ ଭାବେ ଜଣାପଡିନଥିବା ବେଳେ ଜେଲରେ ବ୍ୟବହୃତ ହେଉଥିବା ବ୍ଲିଚିଂ ପାଉଡର ଖାଇ ଦେଇଥିବା ଜେଲ୍ କର୍ତ୍ତୃପକ୍ଷ କହିଛନ୍ତି । କଏଦୀ ଜଣକ ସୋର ପୌରପାଳିକା ଅଞ୍ଚଳର ନିର ଦଳେଇ କିଛି ଦିନ ହେବ ଏକ ହତ୍ୟା ମାମଲାରେ ଜେଲ୍ ରେ ଥିବା ଜଣାପଡିଛି । ଜେଲ୍ କର୍ତ୍ତୃପକ୍ଷ କଏଦୀ ଜଣଙ୍କୁ ଗୁରୁତର ଅବସ୍ଥାରେ ସୋର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ  ଅବସ୍ଥା ସଙ୍କଟାପନ୍ନ ହେବାରୁ ବାଲେଶ୍ବର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।

   Related Posts