oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଶ୍ରୀମନ୍ଦିର ରୋଷ ଘର ଚୁଲି ଭଙ୍ଗା ଘଟଣା : ତଦନ୍ତ ପାଇଁ ୫ଜଣିଆ ଟିମ୍‌ ଗଠନ, ଯାଞ୍ଚ ହେଉଛି ସିସିଟିଭି- ଏସ୍‌ପି

4/04/2022 at 3:00 PM

ପୁରୀ ୦୪।୦୪ : ଶ୍ରୀମନ୍ଦିର ରୋଷ ଘର ଚୁଲି ଭଙ୍ଗା ଘଟଣା । ଏତଲା ପରେ ପୋଲିସର ଆକ୍ସନ । ତଦନ୍ତ ପାଇଁ ୫ଜଣିଆ ଟିମ୍‌ ଗଠନ ହୋଇଛି । ସିସିଟିଭି କ୍ୟାମେରା ଯାଞ୍ଚ କରାଯାଉଛି ବୋଲି କହିଛନ୍ତି ପୁରୀ ଏସ୍‌ପି କେ. ବିଶାଲ୍‌ ସିଂହ ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଶ୍ରୀମନ୍ଦିର ରୋଷ ଘର ଭିତରେ ଚୁଲି ଭଙ୍ଗା ଘଟଣାରେ ଆଇପିସିର ଦଫା ୪୨୭, ୨୯୫, ୨୯୫ (କ),ଶ୍ରୀମନ୍ଦିର ପ୍ରଶାସନର ଆଇନ୍ ୩୦(କ) ୪(ବି)ରେ ମାମଲା ରୁଜୁ ହୋଇଛି । ତଦନ୍ତ ପାଇଁ ୫ ଜଣିଆ ଟିମ୍ ଗଠନ କରାଯାଇଛି। ଲାଗିଥିବା ସମସ୍ତ ସିସିଟିଭି କ୍ୟାମେରାକୁ ଯାଞ୍ଚ କରାଯାଉଛି। ସବୁ ଦିଗରୁ ତଦନ୍ତ ଚାଲିଛି। ଏଭଳି ସମ୍ବେଦଶୀଳ ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୋମବାର ଦିନ  ଚୁଲି ଭଙ୍ଗା ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ସିଂହଦ୍ୱାରା ଥାନାରେ ଏତଲା ଦେଇଛି ।

   Related Posts