ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ସମ୍ଭାବ୍ୟ ମରୁଡିକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ଆକ୍ସନ୍ ପ୍ଲାନ୍, ଯେଉଁଠି କମ୍ ବର୍ଷା ସେଠି ସକ୍ରିୟ ହେବ ଉଠା ଜଳସେଚନ ପଏଣ୍ଟ

23/08/2021 at 1:09 PM

ଭୁବନେଶ୍ବର ୨୩।୮: ସମ୍ଭାବ୍ୟ ମରୁଡି ନେଇ ଆକ୍ସନ ପ୍ଲାନ୍ ପ୍ରସ୍ତୁତି ହୋଇଛି । ନିଆଣ୍ଟିଆ ବର୍ଷା ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତରେ ଚାଲିଥିବା ବୈଠକ ଶେଷ ହେବା ପରେ ଏଭଳି ସୂଚନା ମିଳିଛି । ବୈଠକ ପରେ କୃଷି ସଚିବ ଏସକେ ବିଶିଷ୍ଟ କହିଛନ୍ତି ୧୫ ଜିଲ୍ଲାର ୩୦ଟି ବ୍ଲକରେ ସ୍ବାଭାବିକଠୁ କମ୍ ବର୍ଷା ହୋଇଛି । ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରାଯାଇଛି । ଯେଉଁଠି କମ୍ ବର୍ଷା ହୋଇଛି ସେଠି ଉଠା ଜଳସେଚନ ପଏଣ୍ଟ ସକ୍ରିୟ କରାଯିବ ।

ପ୍ରତି ପାଣି ପଞ୍ଚାୟତରେ ଜଳସେଚନକୁ ନେଇ ଆକ୍ସନ ପ୍ଲାନ୍ କରାଯିବ । ଅନ୍ୟ ଜଳସେଚନ ସୁବିଧାକୁ ଆହୁରି ସକ୍ରିୟ କରାଯିବ । କୃଷି ଶ୍ରମିକମାନଙ୍କୁ ମନରେଗା ଓ ଅନ୍ୟ ସରକାରୀ ଯୋଜନାରେ ସାମିଲ କରାଯାଇ କାମ ଦିଆଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

   Related Posts