ମହାକୁମ୍ଭ ମେଳା ପାଇଁ ସ୍ବତନ୍ତ୍ର ବସ୍ ସେବା, ପୁରୀରୁ ଅଯୋଧ୍ୟାକୁ ଗଡିବ ସ୍ବତନ୍ତ୍ର ବସ୍

Published By : Prameya-News7 Bureau | January 11, 2025 IST

ପୁରୀ ୧୧।୧: ମହାକୁମ୍ଭ ମେଳା ୨୦୨୫ ପାଇଁ ସ୍ବତନ୍ତ୍ର ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀରୁ ଅଯୋଧ୍ୟା ଗଡିବ ସ୍ବତନ୍ତ୍ର ବସ୍ । ରବିବାର ସକାଳ ୧୦ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚ୍ଚୁଆଲ ମାଧ୍ୟମରେ ଏହି ସ୍ବତନ୍ତ୍ର ବସ୍ ସେବାର ଶୁଭାରମ୍ଭ କରିବେ । ମାଳତିପାଟପୁର ଠାରେ ଏହି ବସ୍ ସେବାର ଶୁଭାରମ୍ଭ ହେବ ।

You Can Read:

ବିରୋଧୀ ଦଳ ନେତାଙ୍କୁ ଭେଟିଲେ ମୃତ ସହଦେବ ନାୟକଙ୍କ ପରିବାର, ପରିବାରକୁ ଦେଲେ ୫୦ହଜାର ଟଙ୍କା ସହାୟତା

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.