ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଅଜଣା ଗାଡି ଧକ୍କାରେ ଜଣେ ମୃତ

6/11/2019 at 9:44 AM

ନୟାଗଡ ୬।୧୧:  ନୟାଗଡ ଜିଲ୍ଲା ନୂଆଗାଁ ଥାନା ମହିତମା ନିକଟରେ ସଡକ ଦୁର୍ଘଟଣା । ସଡକ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି  ।

ସୂଚନାଯୋଗ୍ୟ ଯେ, ନୂଆଗାଁ ଥାନା ମହିତମା ନିକଟରେ ସଡକ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି ।  ମୃତବ୍ୟକ୍ତିଙ୍କ ପରିଚୟ ମିଳିପାରିନଥିବା ବେଳେ ମୃତଦେହକୁ ଦଶପଲ୍ଲା ସ୍ଥିତ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି ।

   Related Posts