oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଶ୍ରାବଣ ମାସର ଚତୁର୍ଥ ସୋମବାର, ଦେବ ଦେବଙ୍କୁ ଜଳଲାଗି କରୁଛନ୍ତି କାଉଡିଆ

8/08/2022 at 8:20 AM

ଆଠଗଡ ୦୮/୦୮: ଆଜି ପବିତ୍ର ଶ୍ରାବଣ ମାସର ଚତୁର୍ଥ ସୋମବାର ଅର୍ଥାତ୍ ଶେଷ ସୋମବାର । ଆଜିର ଦିନରେ ଦେବ ଦେବ ମହାଦେବଙ୍କ ମସ୍ତକରେ ଜଳଲାଗି କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି । କଟକ ଜିଲ୍ଲାର ଅନ୍ୟ ତମ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠ ଚଳଚଞ୍ଚଳ ପ୍ରତି ସୋମବାର ଭଳି ଶେଷ ସୋମବାରରେ ଜଳ ଲାଗି କରିଛନ୍ତି କାଉଡ଼ିଆ ।

ଧବଳେଶ୍ୱର ପୀଠକୁ ବାହୁଙ୍ଗି ସମ୍ପୁର୍ଣ୍ଣ ବାରଣ କରାଯାଇଛି । ଝୁଲାପୋଲ ଦେଇ କେବଳ ପାଣି କଳସ ଓ ଭୋଗ ନେଇ ଯାଇପାରିବେ ଶ୍ରଦ୍ଧାଳୁ । ଅନ୍ୟପଟେ ଭୋର ୩ ଟାରୁ ମନ୍ଦିର ଫିଟାଯାଇ ଦର୍ଶନ ଓ ଜଳଲାଗି କରାଯିବା ପାଇଁ ପୂଜକ ସମିତି ପକ୍ଷରୁ ବ୍ୟବସ୍ଥା କରଯାଇଛି ।

ପ୍ରଶାସନ ପକ୍ଷରୁ ଝୁଲାପୋଲ ଠାରୁ ଆରମ୍ଭ କରି ମନ୍ଦିର ବେଢା ପର୍ଯ୍ୟନ୍ତ ସବୁଠି ବ୍ୟାରିକେଡର ବ୍ୟବସ୍ଥା କରାଯିବା ସହ ୩ ପ୍ଲାଟୁନ ଫୋର୍ସ, ୩ ଜଣ ଏସ୍ ଡିପିଓ , ୩ ଜଣ ଇନିସପେକ୍ଟର ,୯ ଜଣ ସବ୍ଇନିସପେକ୍ଟର ସୁରକ୍ଷା ଦାୟିତ୍ୱରେ ଅଛନ୍ତି ।

   Related Posts